Rape on the pretext of marriage, accused arrested

ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

 16-12-2024

ଜୟପୁର- ଜଣେ ଯୁବତୀକୁ ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଗିରଫ କରିଛି ଜୟପୁର ମହିଳା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା କୋଟପାଡ ଥାନା ବରଣ୍ଡି ଗ୍ରାମର ଆକାଶ ପାରା (୨୨) । ପୋଲିସ ସୂଚନା ଅନୁଯାୟୀ, ଜଣେ ଯୁବତୀକୁ ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ନେଇ ଜୟପୁର ମହିଳା ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରର...