BIG NEWS
ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
2  arrested in Koraput for smuggling illegal ganja

କୋରାପୁଟରୁ 325 କେଜି ଗଂଜେଇ ଜବତ ଘଟଣା, 2 ଗିରଫ

 22-12-2024

ଭୁବନେଶ୍ୱର, 22 ଡିସେମ୍ବର:କୋରାପୁଟଜିଲ୍ଲା ପୋଲିସ 325 କେଜି ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଉଛନ୍ତି, କୋରାପୁଟ ଜିଲ୍ଲା, ସିମିଳିଗୁଡା ଥାନା ଅଞ୍ଚଳର ଗୁରୁ ଖୋରା ଏବଂ ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଞ୍ଚଳ, ଝାଡ଼ବାନ୍ଧର ରୋହିତ ଜେନା। ଉଲ୍ଲେଖ ଯୋଗ୍ୟ ଯେ, ଉପରୋକ୍ତ ଦୁଇ ଅଭିଯ...