ଆତ୍ମହତ୍ୟା ପାଇଁ ପ୍ରୋତ୍ସାହନ ଅଭିଯୋଗରେ ତଦନ୍ତକାରୀ ସଂସ୍ଥା ଏବଂ ଟ୍ରାଏଲ୍ କୋର୍ଟ ସତର୍କ ରହିବା ଉଚିତ: ସୁପ୍ରିମକୋର୍ଟ
18-01-2025
ନୂଆଦିଲ୍ଲୀ- ଆତ୍ମହତ୍ୟା ପାଇଁ ପ୍ରୋତ୍ସାହନ ଦେବା ଅଭିଯୋଗରେ ତଦନ୍ତକାରୀ ସଂସ୍ଥା ଏବଂ ଟ୍ରାଏଲ୍ କୋର୍ଟଗୁଡ଼ିକୁ ଅତ୍ୟନ୍ତ ସତର୍କ ରହିବାକୁ ସୁପ୍ରିମକୋର୍ଟ କହିଛନ୍ତି। ଜଷ୍ଟିସ୍ ଏଏସ୍ ଓକାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହାର ଗୁରୁତ୍ୱପୂର୍ଣ୍ଣ ରାୟରେ ସ୍ପଷ୍ଟ କରିଛନ୍ତି ଯେ ଏପରି ମାମଲାରେ, ଏହି ଅଭିଯୋଗ କେବଳ ସେମାନଙ୍କ ପ୍ରିୟଜନଙ୍କୁ ହରାଇଥିବା ପରିବାର ସଦସ୍ୟଙ...
ଜାନୁଆରୀ ୧୮ରେ ସ୍ୱାମିତ୍ଵ ଯୋଜନା ଅଧୀନରେ ସମ୍ପତ୍ତି ମାଲିକଙ୍କୁ ୬୫ ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
17-01-2025
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୮ ତାରିଖ ଅପରାହ୍ନ ପ୍ରାୟ ୧୨.୩୦ ରେ ୧୦ଟି ରାଜ୍ୟ ଏବଂ ୨ ଟି କେନ୍ଦ୍ର ଶାସିତ ଅଞ୍ଚଳର ୨୩୦ରୁ ଅଧିକ ଜିଲ୍ଲାର ୫୦,୦୦୦ ରୁ ଅଧିକ ଗ୍ରାମର ସମ୍ପତ୍ତି ମାଲିକମାନଙ୍କୁ ସ୍ୱାମିତ୍ଵ ଯୋଜନା ଅଧୀନରେ ୬୫ ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ । ସର୍ବେକ୍ଷଣ ପାଇଁ ଅତ୍ୟାଧୁନିକ ଡ୍ରୋନ୍ ଜ୍ଞାନକୌଶ...
ଅଷ୍ଟମ ବେତନ କମିଶନ ଗଠନକୁ ପ୍ରଧାନମନ୍ତ୍ରୀ କରିଛନ୍ତି ଅନୁମୋଦନ
16-01-2025
ନୂଆଦିଲ୍ଲୀ, ୧୬ ଜାନୁଆରୀ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରୀୟ କ୍ୟାବିନେଟ ଅଷ୍ଟମ ବେତନ କମିଶନ ଗଠନକୁ ମଞ୍ଜୁରୀ ଦେଇଛନ୍ତି। ଏହାର ଅଧ୍ୟକ୍ଷ ଏବଂ ଦୁଇ ଜଣ ସଦସ୍ୟଙ୍କୁ ଖୁବ୍ ଶୀଘ୍ର ନିଯୁକ୍ତ କରାଯିବ। ଗୁରୁବାର କ୍ୟାବିନେଟ୍ ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନ...
୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚମତ୍କାର ଆରମ୍ଭ : ପ୍ରଥମ ୧୫ ଦିନରେ ହିଁ ସ୍ବପ୍ନ ବାସ୍ତବ ହେବା ଆରମ୍ଭ କରିଛି
16-01-2025
ନୂଆଦିଲ୍ଲୀ, 16 ଜାନୁଆରୀ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେତେକ ପରିବର୍ତ୍ତନକାରୀ ପଦକ୍ଷେପ ସହ ୨୦୨୫ର ଅୟମାରମ୍ଭ କରିଛନ୍ତି, ଯାହାକି ଏକ ପ୍ରଗତିଶୀଳ, ଆତ୍ମନିର୍ଭରଶୀଳ ଓ ଏକତ୍ରିତ ଭାରତ ପାଇଁ ତାଙ୍କର ଦୂରଦୃଷ୍ଟିକୁ ଜାହିର କରୁଛି । ଭିତ୍ତିଭୂମି ବିକାଶ ଓ ବୈଜ୍ଞାନିକ ଗବେଷଣା ଠାରୁ ଆରମ୍ଭ କରି ଯୁବ ସଶକ୍ତୀକରଣ ଓ ଭାରତର ସାଂସ୍କୃତିକ ବିବିଧତାକୁ ପାଳନ...