- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପିଏମ ଗସ୍ତ ପାଇଁ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱର
20-06-2025
ଭୁବନେଶ୍ୱର, 20 ଜୁନ୍ - ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୧୩୩ ପ୍ଲାଟୁନ ପୋଲିସ ଫୋର୍ସ ସହ ୫୦୦ ରୁ ଅଧିକ ପୋଲିସ ଅଫିସରଙ୍କ ସହ ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ଏବଂ ସ୍ବତନ୍ତ୍ର ଏଜେନ୍ସିମାନେ ସୁରକ୍ଷା ଦାୟିତ୍ୱରେ ଅଛନ୍ତି ।ଏୟାର ପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ଟ୍ରାଫିକ ବ୍ୟବସ୍ଥା, ଆଣ୍ଟି ସେଭୋଟାଜ, କ୍ର...
ଆଜି ମୋହନ ସରକାରର ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେବେ ପିଏମ ମୋଦି
20-06-2025
ଭୁବନେଶ୍ୱର, 20 ଜୁନ୍- ଆଜି ମୋହନ ସରକାରର ବର୍ଷ ପୂର୍ତ୍ତି ସମାରୋହ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ କେନ୍ଦ୍ର ସରକାରକୁ ୧୧ବର୍ଷ ପୂରିଥିବା ବେଳେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକବର୍ଷ ପୂରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଜନତା ମଇଦାନରେ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ର...
ଓଡ଼ିଶାରେ ନାରୀ ନିର୍ଯାତନା ନେଇ ଏ.ଆଇ.ସି.ସି. ଗଠନ କଲା ତଥ୍ୟ ଅନୁଧ୍ୟାନ କମିଟି
20-06-2025
ଭୁବନେଶ୍ଵର- ଓଡ଼ିଶାର ଗୋପାଳପୁରରେ ଗଣଦୁଷ୍କର୍ମ ଘଟଣା, କେନ୍ଦୁଝର ହରିଚନ୍ଦନପୁରରେ ଦୁଷ୍କର୍ମ ଓ ହତ୍ୟା, ମହିଳାମାନଙ୍କ ବିରୁଦ୍ଧରେ ବଢ଼ୁଥିବା ଅତ୍ୟାଚାର ଏବଂ ଗତ କିଛିବର୍ଷ ମଧ୍ୟରେ ହଜାର ହଜାର ମହିଳା ଓ ଶିଶୁ ନିଖୋଜ ହେବା ଭଳି ଚିନ୍ତାଜନକ ଘଟଣାକୁ ଗୁରୁତର ସହ ନେଇ ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖଡ଼ଗେ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ...
କେଦାରନାଥ ହେଲିକପ୍ଟର ଦୁର୍ଘଟଣାରେ ମହାରାଷ୍ଟ୍ରର ଗୋଟିଏ ପରିବାରର ତିନିଜଣଙ୍କ ମୃତ୍ୟୁ
16-06-2025
ମୁମ୍ବାଇ- ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର ଗୌରୀକୁଣ୍ଡ ଓ ତ୍ରିଜୁଗୀନାରାୟଣ ମଧ୍ୟରେ ରବିବାର ଦିନ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ମହାରାଷ୍ଟ୍ରର ଗୋଟିଏ ପରିବାରର ତିନିଜଣଙ୍କ ମୃତ୍ୟୁ ଘଟିଛି। ଏମାନେ ମଧ୍ୟରେ ଜଣେ ଦୁଇ ବର୍ଷର ଝିଅ ମଧ୍ୟ ଥିଲା । ତିନିଜଣ ମହାରାଷ୍ଟ୍ରର ୟବତମାଳ ଜିଲ୍ଲାର ବଣୀ ଅଞ୍ଚଳର ବାସିନ୍ଦା ଥିଲେ। ଏହି ଘଟଣାର ଖବର ମିଳିବା ପରେ ୟବତମାଳର...