Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
୧ ଜାନୁ୍ଆରୀରୁ ଝାରସୁଗୁଡାରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଉଡିବ ବିମାନ
FMNEWS.IN
30-12-2024
ଭୁବନେଶ୍ୱର, 30 ଡିସେମ୍ବର - ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ୦୧ ଜାନୁ୍ଆରୀ ୨୦୨୫ରୁ ଝାରସୁଗୁଡାରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଏବଂ ୦୩ ଜାନୁ୍ଆରୀ ୨୦୨୫ରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧାସଳଖ ବିମାନ ସେବା ଆରମ୍ଭ ହେଉଛି। ଏହା ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।