Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବିଧାୟକ ସହାୟତା ପାଣ୍ଠି ୩ କୋଟିରୁ ୫ କୋଟିକୁ ବୃଦ୍ଧି
FMNEWS.IN
18-02-2025
ଭୁବନେଶ୍ୱର : ଚଳିତ ବଜେଟରେ ବିଧାୟକସହାୟତା ପାଣ୍ଠି ୩ କୋଟିରୁ ୫ କୋଟିକୁ ବୃଦ୍ଧି କରାଯାଇଛି । ଏଥିପାଇଁ ବଜେଟ୍ରେ ୭୩୫ କୋଟିର ବ୍ୟବସ୍ଥା କରାଯାଇଛି । ନିର୍ବାଚନ ମଣ୍ଡଳୀ ଭିତ୍ତିକ ଆବଣ୍ଟନ ପାଇଁ ଆଉ ୧୪୨ କୋଟିର ବ୍ୟୟବରାଦ କରାଯାଇଛି ।