Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ଆସୁଛି ନୂଆ ନିର୍ଦ୍ଦେଶାବଳୀ
FMNEWS.IN
24-03-2025
ଭୁବନେଶ୍ୱର, 24 ମାର୍ଚ୍ଚ ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶବଳୀ ପ୍ରସ୍ତୁତ କରୁଛନ୍ତି ନୂଆ ସରକାର । ଟଙ୍କା ଫେରସ୍ତ ପ୍ରକ୍ରିୟା ସରଳିକରଣ କରିବାକୁ ନୂଆ ନିର୍ଦ୍ଦେଶବଳୀ ପ୍ରସ୍ତୁତ କରୁଥିବା ନେଇ ଗୃହରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଏଯାଏଁ 96 ହାଜର 474 ହିତାଧିକରଙ୍କୁ 45 କୋଟି 69 ଲକ୍ଷ ଟଙ୍କା ଫେରସ୍ତ କରାଯାଇଛି । ଅବଶିଷ୍ଟ ଜମାକରୀଙ୍କୁ ଫେରସ୍ତ ପାଇଁ ସରକାର ତ୍ୱରିତ ପଦକ୍ଷେପ ନେଉଛନ୍ତି । 7 ଗୋଟି ଅନ୍ତରୀଣ ରିପୋର୍ଟରେ 4 ଲକ୍ଷ 72 ହଜାର 651 ଜଣଙ୍କୁ ସୁପାରିଶ କରିଥିଲେ କମିଶନ ।