Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ଦରଦାମ ନିୟନ୍ତ୍ରଣ ଆମର ଦାବି- ସଞ୍ଜୟ ଦାସ ବର୍ମା
FMNEWS.IN
03-01-2025
ଭୁବନେଶ୍ୱର, 3 ଜାନୁଆରି- ଦରଦାମ ନିୟନ୍ତ୍ରଣ ଆମର ଦାବି ବୋଲି ବରିଷ୍ଠ ବିଜେଡ଼ି ନେତା ସଞ୍ଜୟ ଦାସ ବର୍ମା କହିଛନ୍ତି । ଯେତେବେଳେ
ଓଡ଼ିଶାରେ ଡବଲ ଇଞ୍ଜିନ୍ ସରକାର ଓଡ଼ିଶାରେ ଆସିଲା ସେତେବେଳେ ଦରଦାମ ହୁ ହୁ ହୋଇ ବଢି ଚାଲିଛି। ପ୍ରତ୍ୟେକ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦାମ୍ ବଢିଛି। ଲୋକେ ହନ୍ତସନ୍ତ। ଓଡିଶାବାସୀଙ୍କ ସ୍ୱାର୍ଥ ଓ ସ୍ୱାଭିମାନ ପାଇଁ ଆମେ ଲଢେଇ ଜାରି ରଖିବୁ। ଆଳୁ, ପିଆଜ, ରସୁଣ, ଡାଲି ଜାତୀୟ ସମାଗ୍ରୀ ଦର ଆକାଶ ଛୁଆଁ।
ଆମର ଦାବି ରହିବ ଦରଦାମ୍ ନିୟନ୍ତ୍ରଣ କରନ୍ତୁ। ନଚେତ୍ 6 ତାରିଖରେ ପରେ ଓଡିଶା ର 30 ଜିଲ୍ଲାରେ ଆନ୍ଦୋଳନ ତୀବ୍ର ହେବ ବୋଲି ସେ କହିଛନ୍ତି।