Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା
FMNEWS.IN
19-04-2025
ଭୁବନେଶ୍ୱର, 19 ଏପ୍ରିଲ୍ - ଆସନ୍ତା ୨୪ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ନୂତନ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ସୁଭଦ୍ରା ଟଙ୍କା ମିଳିବ । ପୁରୀଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଏହି ଟଙ୍କା ପ୍ରଦାନ କରାଯିବ। ପଂଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଂଟକୁ ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ।