Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ
FMNEWS.IN
27-05-2025
ବଲାଙ୍ଗିର- ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ। ଜଣେ ନାବାଳକ ସମେତ ୪ ଜଣଙ୍କୁ ଗିରଫ କଲା ବଲାଙ୍ଗିର ପୋଲିସ। ଆକ୍ରମଣକାରୀ ଅବିନାଶ ଦଳାଇ, ଆଦିତ୍ୟ ଜେନା, ଗୁମର ନାୟକ ଗିରଫ। ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳାଇ ଏବେବି ଫେରାର।
ପୁଇଁତଳା କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ହୋଇଥିଲା। ଖବର ସଂଗ୍ରହ ବେଳେ ହାତଗୋଡ଼ ବାନ୍ଧି ମାଡ଼ ମାରିଥିଲେ।