Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
୪ ବର୍ଷିୟା ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା, ଅଭିଯୁକ୍ତ ସମ୍ପର୍କୀୟ ମାମୁଁ ଗିରଫ
FMNEWS.IN
27-04-2025
ଗଞ୍ଜାମ, ୨୭ ଅପ୍ରେଲ - ଅଶ୍ଳିଳ ଭିଡ଼ିଓ ଦେଖି ୪ ବର୍ଷିୟା ନାବାଳିକାଙ୍କୁ ଦୁଷ୍କର୍ମ କରିବା ଏବଂ ପରେ ତାଙ୍କୁ ହତ୍ୟା କରିବା ମାମଲାରେ ଅଭିଯୁକ୍ତ ସମ୍ପର୍କୀୟ ମାମୁଁ କାଳିଆ ନାହାକକୁ ପାଟପୁର ଥାନା ପୋଲିସ ଗିରଫ କରିଛି । ଗତ ୨୫ ତାରିଖରେ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗି ଗ୍ରାମର ଏକ ପରିତ୍ୟକ୍ତ ଅଙ୍ଗନବାଡ଼ି ଗୃହରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ନାବାଳିକା ଜଣକ ତାଙ୍କ ଅଜା ଘରକୁ ବୁଲିବାକୁ ଆସିଥିବା ବେଳେ ଏଭଳି ପୈଶାଚିକ କାଣ୍ଡ ଘଟାଇଥିଲା ଅଭିଯୁକ୍ତ ।