Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଜଡିତ ୪ଜଣଙ୍କୁ ଦୁଇ ଦିନିଆ ରିମାଣ୍ଡରେ ଆଣି ଜେରା
FMNEWS.IN
21-11-2025
ଗଂଜାମ, 21 ନଭେମ୍ବର: ବ୍ରହ୍ମପୁରର ବିଜେପି ନେତା ପୀତବାସ ପଣ୍ଡା ହତ୍ୟକାଣ୍ଡରେ ଜଡିତ ହୋଇ ଜେଲରେ ଥିବା କୁରୁପତି ଭୂୟାଁ, ଉମା ବିଷୋୟୀ ଚିଣ୍ଟୁ ପ୍ରଧାନ ଓ ଯୋଗୀ ରାଉତକୁ ବ୍ରହ୍ମପୁର ପୁଲିସ୍ ପୁଣି ଆଜି ଦୁଇ ଦିନିଆ ରିମାଣ୍ଡରରେ ଆଣି ମୁଁହାମୁହିଁ ଜେରା ଆରମ୍ଭ କରି ସତ ଓଗାଳିବାକୁ ଚେଷ୍ଟା କରୁଛନ୍ତି ।