Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଯୁବତୀକୁ ଅସଦାଚରଣ କରି ବୃଦ୍ଧ ଗିରଫ
FMNEWS.IN
18-01-2025
ଭଦ୍ରକ - ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବୁଡ଼ଙ୍ଗ ଗ୍ରାମର ଅଭିମନ୍ୟୁ ବାରିକ (୬୫) ନାମକ ଜଣେ ବୃଦ୍ଧ ସେହି ଗ୍ରାମର ଜଣେ ଯୁବତୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ପୁଲିସ ଏ ନେଇ ୧୮/୨୫ରେ ଏକ ମକଦ୍ଦମା ରୁଜୁ କରି ଅଭିଯୁକ୍ତ ଅଭିମନ୍ୟୁକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଅଭିଯୋଗରୁ ପ୍ରକାଶ ଯେ, ବୃଦ୍ଧ ଅଭିମନ୍ୟୁ ଗ୍ରାମର ଜଣେ ଯୁବତୀ ଶୋଇଥିବା ବେଳେ ଘରେ ପଶି ତାଙ୍କୁ ଅସଦାଚରଣ କରିଥିଲେ।