Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ
FMNEWS.IN
16-12-2024
ଜୟପୁର- ଜଣେ ଯୁବତୀକୁ ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଗିରଫ କରିଛି ଜୟପୁର ମହିଳା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା କୋଟପାଡ ଥାନା ବରଣ୍ଡି ଗ୍ରାମର ଆକାଶ ପାରା (୨୨) ।
ପୋଲିସ ସୂଚନା ଅନୁଯାୟୀ, ଜଣେ ଯୁବତୀକୁ ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ନେଇ ଜୟପୁର ମହିଳା ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ମହିଳା ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ତଦନ୍ତରେ ଜାଣି ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବିଷୟ ମହିଳା ପୋଲିସ ତରଫରୁ ସୂଚନା ଦିଆଯାଇଛି ।