Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପରିତ୍ୟକ୍ତ କୂଅରୁ ହାତୀର ଗଳିତ ମୃତଦେହ ଉଦ୍ଧାର
FMNEWS.IN
02-03-2025
ଆଠଗଡ଼, ୨ ମାର୍ଚ୍ଚ - ଆଠଗଡ଼ ରେଞ୍ଜ୍ ଅନ୍ତର୍ଗତ କନ୍ଦରପୁର କେନ୍ଦୁଟୋକଳି ଗାଁ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଛି ।
କୂଅରୁ ଦୁର୍ଗନ୍ଧ ବାହାରୁଥିବା ଆଜି ସକାଳେ ସ୍ଥାନୀୟ ଲୋକେ ଜାଣିବାକୁ ପାଇଥିଲେ । ସେମାନେ ଏନେଇ ବନ ବିଭାଗକୁ ଖବର ଦେଇଥିଲେ । ତେବେ କେଉଁ ପରିସ୍ଥିତିରେ ଏହି ପରିତ୍ୟକ୍ତ କୂଅରେ ହାତୀଟି ଖସିପଡି ପ୍ରାଣ ହରାଇଲା ସେନେଇ ତଦନ୍ତ ଆରମ୍ଭ କରିଛି ବନ ବିଭାଗ ।