Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା
FMNEWS.IN
21-11-2025
ଭୁବନେଶ୍ୱର, 21 ନଭେମ୍ବର - ହ୍ୟୁମାନଙ୍କ ଦୁଇ ଜଣ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଥିବା ସୂଚନା ମିଳିଛି । ଏତଲାରେ କୁହାଯାଇଛି ଯେ ଷଡଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଛି । ବଲାଙ୍ଗୀରର ବିଭିନ୍ନ ସଂଗଠନ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ହ୍ୟୁମାନଙ୍କ ମାଙ୍କୁ ର୍ଦୁବ୍ୟବହାର ନେଇ ମଧ୍ୟ ଅଭିଯୋଗ ହୋଇଛି ।