Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଓଡ଼ିଆ ଫିଲ୍ମ ବନାଇବେ ବୋନି କପୁର
FMNEWS.IN
12-02-2025
ଭୁବନେଶ୍ୱର, 12 ଫେବ୍ରୁଆରି - ବୋନୀ କପୁର ବନାଇବେ ଓଡ଼ିଆ ଫିଲ୍ମ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ବୋନୀ କପୁର। ଅଲଗା ଭାଷାରେ ସିନେମା ତିଆରି କରିଛି। ତେଣୁ ଓଡିଆ ରେ ବି ତିଆରି କରିବି। ଓଡ଼ିଶା ମୁଖ୍ୟମନ୍ତ୍ରୀ ଙ୍କ ସହ ଆଲୋଚନା କରିଥିବା କହିଛନ୍ତି ବୋନୀ ।
ଚଳଚ୍ଚିତ୍ର ଶିଳ୍ପ ଆଗକୁ ନେବାକୁ ପାଇଁ ସେ ବି ହାତ ବଢାଇବେ ବୋଲି କହିଛନ୍ତି। ଓଡ଼ିଶାରେ ସୁଟିଂ କରିବା ପାଇଁ ଭଲ ସ୍ପଟ୍ ଥିବା ବି କହିଛନ୍ତି।