Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ
FMNEWS.IN
18-01-2025
ଭୁବନେଶ୍ୱର, 18 ଜାନୁଆରି- ଏଥର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ବନ୍ଦ। କେବଳ ୩ ଆର୍ଟିଷ୍ଟ ନୁହେଁ ବରଂ କୌଣସି ଆର୍ଟିଷ୍ଟ ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ, ଯାତ୍ରା କମିଟି ଏହାକୁ କରାଇ ଦେବ ନାହିଁ ବୋଲି ପ୍ରତିକ୍ରିୟା ରଖିଛନ୍ତି ଯାତ୍ରା ସେଣ୍ଟ୍ରାଲ କମିଟି ସମ୍ପାଦକ ପ୍ରମୋଦ କୁମାର ଜେନା। ଲୋକ ପରିବାର ସହ ଦେଖି ପାରିବେ ଯାତ୍ରା ବୋଲି ସେ କହିଛନ୍ତି ।