Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପ୍ରସିଦ୍ଧ ସଙ୍ଗୀତକାର ଏଆର ରହେମାନ ଚେନ୍ନାଇରେ ହସ୍ପିଟାଲରେ ଭର୍ତ୍ତି, ଛାତିରେ ହଠାତ୍ ଯନ୍ତ୍ରଣା ଅନୁଭବ କରୁଥିବା ଅଭିଯୋଗ
FMNEWS.IN
16-03-2025
ନୂଆଦିଲ୍ଲୀ, 16 ମାର୍ଚ୍ଚ - ଓସ୍କାର ବିଜେତା ପ୍ରସିଦ୍ଧ ସଙ୍ଗୀତକାର ଏଆର ରହେମାନଙ୍କୁ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରବିବାର ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଚେନ୍ନାଇ ଗ୍ରୀମ୍ସ ରୋଡ ସ୍ଥିତ ,କ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସେ ଡାକ୍ତରଙ୍କ ତଦାରଖରେ ଅଛନ୍ତି ।