Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଲେଡିଜ ହଷ୍ଟେଲରେ ଅଗ୍ନିକାଣ୍ଡ
FMNEWS.IN
31-12-2024
(FMNews): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଲେଡିଜ ହଷ୍ଟେଲରେ ଆଜି ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ଉପର ମହଲାର ସମସ୍ତ ଆସବାବପତ୍ର ଛାତ୍ରୀଙ୍କ ଖାତା ପତ୍ର ବହି ପୋଡି ଯାଇଛି। ବିଶ୍ୱବିଦ୍ୟାଳୟ ଛୁଟି ଥିବାରୁ ହଷ୍ଟେଲରେ କମ ସଂଖ୍ୟକ ଛାତ୍ରୀ ଥିଲେ । ଅଗ୍ନିକାଣ୍ଡ ଘଟିବା ସଂଗେସଂଗେ ଛାତ୍ରୀମାନେ ଭୟଭୀତ ହୋଇ ତଳକୁ ନିରାପଦ ଭାବେ ଓହ୍ଲାଇ ଆସିଛନ୍ତି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ବ୍ରହ୍ମପୁର ଦମକଳବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।