Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଚାଉଳ ବୋଝେଇ ଟ୍ରକକୁ ପଛପଟୁ ଧକ୍କାଦେଲା କୋଇଲା ବୋଝଇ ଟ୍ରକ : ଦୁଇ ଟ୍ରକ ରେ ନିଆଁ ଲାଗି ଡ୍ରାଇଭର ପାଉଁଶ
FMNEWS.IN
29-12-2024
ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାରେ ଦିନକୁ ଦିନ ଦୁର୍ଘଟଣା ବଢି ଚାଲିଥିବା ବେଳେ ଆଜି ଭୋର ୩ଟା ସମୟରେ କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ପାଷ୍ଟିକୁଡି ଠାରୁ ନାସିଗାଁ ମଝିରେ ଚାଉଳ ବୋଝେଇ ଟ୍ରକ କୁ ପଛପଟୁ କୋଇଲା ବୋଝେଇ ଟ୍ରକ ଧକ୍କା ଦେବାରୁ ଦୁଇ ଟ୍ରକରେ ନିଆଁ ଲାଗି ପାଉଁଶ ହେବା ଫଳରେ କୋଇଲା ବୋଝେଇ ଟ୍ରକ ଡ୍ରାଇଭର ଜଳି ପାଉଁଶ ହୋଇଯାଇଥିବା ବେଳେ ଚାଉଳ ବୋଝେଇ ଟ୍ରକ ଡ୍ରାଇଭର ଫେରାର ମାରିଥିବା ଜଣାପଡିଛି। ଭବାନୀପାଟଣା ଅଗ୍ନିସମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିବା ବେଳେ ସଦର ଥାନା ପୋଲିସ ପହଞ୍ଚି ଦତନ୍ତ ଜାରୀ ରଖିଛନ୍ତି।