Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ
FMNEWS.IN
20-06-2025
ଭୁବନେଶ୍ୱର - ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ନବୀନଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର କହିଛନ୍ତି ନବୀନ ପଟ୍ଟନାୟକ ଆଜିଦିନ ୧୦ରେ ମୁମ୍ବାଇ ପାଇଁ ବାହାରିବେ ।ଦଳମତ ନିର୍ବିଶେଷରେ ତାଙ୍କ ପ୍ରତି ସମ୍ମାନ ରହିଛି। ଦେଶର ଅନେକ ରାଜନୈତିକ ଦଳ ତାଙ୍କୁ ସମ୍ମାନ କରନ୍ତି। ନେତାମାନେ ତାଙ୍କ ସହ ବିମାନ ବନ୍ଦର ଯାଇ ପାରନ୍ତି। ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ର୍କୋଡ଼ିନେଟ କରୁଛନ୍ତି । ଶ୍ରୀଜଗନ୍ନାଥଙ୍କ କରୁଣା ତାଙ୍କ ପ୍ରତି ଅଛି।
ସୂଚନାଯୋଗ୍ୟ ଯେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ।