Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଓଡିଶାରେ ନାହିଁ ଏଚଏମପିଭି କେସ
FMNEWS.IN
18-01-2025
ଭୁବନେଶ୍ୱର :- ବର୍ତ୍ତମାନ ଏଚଏମପିଭି କେଶ ଓଡ଼ିଶାରେ ଆସିନି । କେନ୍ଦ୍ର ସରକାର ବି କିଛି ନିର୍ଦ୍ଦିଷ୍ଟ ଗାଇଡଲାଇନ ଦେଇ ନାହାନ୍ତି ବୋଲି ସ୍ୱାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। କିଛି ଚିନ୍ତା କରିବାର ନାହିଁ । ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଦେଶ ସାରା ବି ଚିନ୍ତା କରିବାର କିଛି କାରଣ ନାହିଁ । ଟେଷ୍ଟିଙ୍ଗ ବି କରାଯିବ । ସଫା ସୁତୁରା ରୁହନ୍ତୁ, ହାତ ଧୁଅନ୍ତୁ । ଅସୁଵିଧା ହେଲେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ସଚିବ ଅଶ୍ୱଥି ଏସ ।