Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ହାତୀ ଆକ୍ରମଣରେ ଜଣେ ମୃତ
FMNEWS.IN
04-01-2025
ବାରିପଦା, ୪ ଜାନୁଆରୀ - ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣକର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ଦାଡଦୁଡ ଗ୍ରାମର ମଧୁସୂଦନ ପାଣ୍ଡେ। ସକାଳେ ବିଲକୁ ଶୌଚ ପାଇ ଯାଇଥିବା ବେଳେ ତାଙ୍କୁ ହାତୀ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ମଧୁସୂଦନଙ୍କୁ ବାରିପଦା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି l