BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

28ରେ ଓଡ଼ିଶା ଆସିବେ ପିଏମ ମୋଦି

FMNEWS.IN 24-01-2025
PM Modi will visit Odisha on 28th

ଭୁବନେଶ୍ୱର, 24 ଜାନୁଆରି ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା 28ରେ ଉତ୍କର୍ଷ ଓଡିଶା ସମ୍ମିଳନୀରେ ଯୋଗ ଦେବା ପାଇଁ 5 ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଓଡିଶା ଆସୁଛନ୍ତି । ପ୍ରଧାନମନ୍ତ୍ରୀ 10.35 ରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ । ଦଳ ପକ୍ଷରୁ ସ୍ୱାଗତ କରାଯିବା ପରେ ଜନତା ମୈଦାନରେ ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେବେ । ଓଡିଶାରେ ଡବଲ ଇଂଜିନ ସରକାର ଆସିବା ପରେ ପୂର୍ବୋଦୟର ବିକାଶ ଆଗକୁ ବଢିଛି ।