Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପିଏମ ଗସ୍ତ ପାଇଁ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱର
FMNEWS.IN
20-06-2025
ଭୁବନେଶ୍ୱର, 20 ଜୁନ୍ - ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୧୩୩ ପ୍ଲାଟୁନ ପୋଲିସ ଫୋର୍ସ ସହ ୫୦୦ ରୁ ଅଧିକ ପୋଲିସ ଅଫିସରଙ୍କ ସହ ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ଏବଂ ସ୍ବତନ୍ତ୍ର ଏଜେନ୍ସିମାନେ ସୁରକ୍ଷା ଦାୟିତ୍ୱରେ ଅଛନ୍ତି ।ଏୟାର ପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ଟ୍ରାଫିକ ବ୍ୟବସ୍ଥା, ଆଣ୍ଟି ସେଭୋଟାଜ, କ୍ରାଉଡ କଣ୍ଟ୍ରୋଲ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ବର୍ଷାକୁ ଦୃଷ୍ଟିରେ ରଖି ଅଗ୍ନିଶମ ଏବଂ ଓଡ୍ରାଫ ଟିମ୍ ମଧ୍ୟ ମୁତୟନ ଅଛନ୍ତି ।