Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
5ବର୍ଷରେ ସମୁଦ୍ରରେ ବୁଡି ପ୍ରାଣ ହରାଇଛନ୍ତି 47ଜଣ
FMNEWS.IN
24-03-2025
ଭୁବନେଶ୍ୱର, 24 ମାର୍ଚ୍ଚ - ବିଗତ ପାଞ୍ଚ ବର୍ଷରେ ପୁରୀ ସମୁଦ୍ର ସହ ରାଜ୍ୟର ବିଭିନ୍ନ ସମୁଦ୍ରରେ ବୁଡି ପ୍ରାଣ 47 ଜଣ ପ୍ରାଣ ହରାଇଛନ୍ତି । ବିଜେପି ବିଧାୟକ ଓମ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି ।