Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଓଡ଼ିଶା ସାମ୍ୱାଦିକ ୟୁନିୟନର ୫୩ ତମ ପ୍ରତିଷ୍ଠା ଦିବସ ସମାରୋହ
FMNEWS.IN
22-12-2024
ଭୁବନେଶ୍ୱର, 22 ଡିସେମ୍ବର - ଓଡ଼ିଶା ସାମ୍ୱାଦିକ ୟୁନିୟନର ୫୩ ତମ ପ୍ରତିଷ୍ଠା ଦିବସ ସମାରୋହ ଆୟୋଜିତ ହୋଇଛି । ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ବିଧାୟକ ବାବୁ ସିଂଙ୍କ ସହ ଓୟୁଜେର ସଭାପତି ଓ ସମ୍ପାଦକଙ୍କ ସହ ଅନ୍ୟ ସଦସ୍ୟ ମାନେ ଯୋଗ ଦେଇଛନ୍ତି।