Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଅନଲାଇନ୍ ଟ୍ରେଡିଙ୍ଗ ଜରିଆରେ 75ଲକ୍ଷ ଠକେଇ
FMNEWS.IN
18-01-2025
ଗଂଜାମ, 18 ଜାନୁଆରି : ଅନଲାଇନ ଟ୍ରେଡିଙ୍ଗ ତଥା ଷ୍ଟକ୍ ମାର୍କେଟରେ ପୁଞ୍ଜି ନିବେଶ ଜରିଆରେ ଜଣେ ବ୍ୟକ୍ତିଙ୍କ ଠାରୁ ୭୫ଲକ୍ଷ ଟଙ୍କା ଠକେଇ । ଏନେଇ ବ୍ରହ୍ମପୁର ସାଇବର ଓ ଅର୍ଥନୈତିକ ଅପରାଧ ଥାନାରେ ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ଥାନା କେସ ନମ୍ବର୪/୨୫ରେଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ହୋଇଛି।