Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଜଣେ ସେବକ ନିଲମ୍ବିତ
FMNEWS.IN
05-01-2025
ପୁରୀ, ୫ ଜାନୁଆରୀ - ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ଯ ଏକ ସେବକଙ୍କୁ ମାରପିଟ୍ ପାଇଁ ଶ୍ରୀମନ୍ଦିର ଆଇନ୍ ୨୧ -କ ଧାରା ଅନୁସାରେ ମୁଖ ପଖାଳ ସେବକ ବିଶ୍ବନାଥ ଖୁଣ୍ଟଙ୍କୁ ୩ ମାସ ପାଇଁ ସେବାରୁ ନିଲମ୍ବିତ କରାଯାଇଛି। ଏହା ପୂର୍ବରୁ ଶ୍ରୀ ଖୁଣ୍ଟିଆଙ୍କୁ କୈଫିୟତ ତଲବ ହୋଇଥିଲା l ନିଲମ୍ବନ ସମୟରେ ଶ୍ରୀ ଖୁଣ୍ଟିଆ ଶ୍ରୀମନ୍ଦିର ମଧ୍ୟରେ ତାଙ୍କ ସମସ୍ତ ସେବାରୁ ନିବୃତ୍ତ ରହିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦେଶ ପ୍ରଦାନ କରିଛନ୍ତି l ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଆଉଥରେ ସ୍ପଷ୍ଟ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ l