Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଳୁ କଳାବଜାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ-ଯୋଗାଣ ମନ୍ତ୍ରୀ
FMNEWS.IN
03-01-2025
ଭୁବନେଶ୍ୱର, 3 ଜାନୁଆରି:- ଆଳୁ କଳାବଜାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ବଜାରରେ ଏବେବି କିଛି ବ୍ୟବସାୟୀ ଆଳୁ ଚଢା ଦରରେ ବିକ୍ରୀ କରୁଛନ୍ତି । ସେମାନଙ୍କ ଉପରେ କୋଠାର ଏଵଂ ଆଇନଗତ କାର୍ଯ୍ୟନୁଷ୍ଠାନ ନିଆଯିବ। ବିଭାଗୀୟ ଅଧିକାରୀଙ୍କୁ ସେମାନଙ୍କ ଉପରେ ଚଢ଼ାଉ କରିବା ସହ ମୋଟ ଆଙ୍କର ଫାଇନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ।