Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଗେରୁଆ ହେବ ସବୁ ସ୍କୁଲ
FMNEWS.IN
05-03-2025
ଭୁବନେଶ୍ୱର, 5 ମାର୍ଚ୍ଚ - ଗେରୁଆ ହେବ ରାଜ୍ୟର ସମସ୍ତ ସରକାରୀ ସ୍କୁଲ। ସମସ୍ତ ସରକାରୀ, ପିଏମ୍ ଶ୍ରୀ ସ୍କୁଲ୍ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଜାରି କରିଛି ଓସେପା। ସ୍କୁଲ୍ ନିର୍ମାଣ, ମରାମତି ବେଳେ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲ ଗୁଡିକର ରଙ୍ଗ ଅରେଞ୍ଜ ଟ୍ୟାନ-ଏନ୍ (ଗେରୁଆ) କରିବାକୁ ନିର୍ଦ୍ଦେଶ ଜାରି କରିଛି ଓସେପା।