Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ରାଜ୍ୟରେ ଆହୁରି ୨୪ ଘଣ୍ଟାବର୍ଷା
FMNEWS.IN
25-12-2024
ଭୁବନେଶ୍ୱର, 25 ଡିସେମ୍ବର - ରାଜ୍ୟରେ ଆହୁରି ୨୪ ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତାକାଲି ଯାଏଁ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । କାଲି ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣରେ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖ ପରଠାରୁ ବର୍ଷାର ପରିମାଣ କମିବ ।