Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଚଳିତ ମାସ ଶେଷ ସୁଦ୍ଧା ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ ହେବ
FMNEWS.IN
12-04-2025
ଭୁବନେଶ୍ୱର - ପ୍ରତାପ ଦେବଙ୍କ ଘରେ ସାଙ୍ଗଠନିକ ନିର୍ବାଚନ ନେଇ ବୈଠକ ବସିଛି । ଦେବୀ ମିଶ୍ର,ବିଜୟ ନାୟକ ଉପସ୍ଥିତ ଅଛନ୍ତି । 13 ତାରିଖ ସୁଦ୍ଧା ସମସ୍ତ ଜିଲ୍ଲା ସଭାପତି ପ୍ରାର୍ଥୀ ନାମାଙ୍କନ ଭରିବେ। ଏହା ପରେ ରାଜ୍ୟ କାର୍ଯ୍ୟକାରିଣୀ ଓ ରାଜ୍ୟ ପରିଷଦ ଗଠନ ହେବ। ଏହା ପରେ ରାଜ୍ୟ ସଭାପତି ନିର୍ବାଚିତ ହେବେ। ଏହି ମାସ ଶେଷ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ ବୋଲି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର କହିଛନ୍ତି ।