Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
କ୍ୟାବିନେଟ ବୈଠକରେ ୯ ଟି ବିଭାଗର ୧୨ଟି ପ୍ରସ୍ତାବକୁ ଅନୁମୋଦନ
FMNEWS.IN
22-11-2025
ଭୁବନେଶ୍ୱର - ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । କ୍ୟାବିନେଟ ବୈଠକରେ ମୋଟ ୯ ଟି ବିଭାଗର ୧୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲା।ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ବିଧାନ ସଭାର ଆଗାମୀ ୫ମ ଅଧିବେଶନ ଅନୁଷ୍ଠିତ ହେବା ସମ୍ପର୍କିତ ଥିଲା । ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।