Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଓଡିଶା ଯାତ୍ରୀ ଆପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
FMNEWS.IN
04-01-2025
ଭୁବନେଶ୍ୱର, 4 ଜାନୁଆରି :- ଓଡିଶା ଯାତ୍ରୀ ଆପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀ କହିଛନ୍ତି ଯେ, ଓଲା, ଉବର ଏସବୁ କମର୍ସିଆଲ ବେସିସ। ଅର୍ଥାତ ମିଡ଼ିଲ ମ୍ୟାନ ଲାଭବାନ ହେଉଛି। ଡ୍ରାଇଭର ମାନଙ୍କଠାରୁ କମିଶନ ନେଉଛି କମ୍ପାନୀ। ସେହି ସବୁ ହଟେଇବା ପାଇଁ ସ୍ଵଛତା ଆଣିବା ପାଇଁ ରାଜ୍ୟ ସରକାରଙ୍କ ସହଯୋଗରେ ଏହି ଆପ କରାଯାଇଛି। ଓଡିଶା ଯାତ୍ରୀ ପ୍ରବାସୀ ଭାରତୀୟ ଦିବସରେ ମଧ୍ୟ ଲାଗିବ। ସୁରକ୍ଷିତ ଭାବେ ଯାତ୍ରୀ ଏଥିରେ ଯାଇପାରିବେ। ଏହା କ୍ରୁଟଟେକ୍ନିକାଲ ହ୍ୟାଣ୍ଡେଲ କରୁଛି। ଆପ ଓଡିଶା ସରକାରଙ୍କ ଦ୍ୱାରା ପ୍ରଚଳିତ।