Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଜାନୁଆରୀ ୨୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
FMNEWS.IN
23-01-2025
ଭୁବନେଶ୍ୱର, 23 ଜାନୁଆରି- ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୨୭ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l