Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଧାନ ନଷ୍ଟ ହେଲେ ମିଳିବ କ୍ଷତିପୂରଣ
FMNEWS.IN
21-12-2024
ଭୁବନେଶ୍ୱର, 21 ଡିସେମ୍ବର :- ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ । ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି । ମଣ୍ଡିରେ ଜରି ପାଲର ବ୍ୟବସ୍ଥା କରାଯାଇଛି । ମଣ୍ଡିରେ ଧାନ ଓଦା ହେବା ସମ୍ଭାବନା କମ ରହିଛି । ବିଲରେ ବର୍ଷା ଯୋଗୁଁ ଗଜା ହୋଇ ଯାଇପାରେ । ବର୍ଷା କମିଲେ ଧାନ ଶୁଖିଲା ପରେ ମଣ୍ଡିରେ କିଣାଯିବ ବୋଲି ମନ୍ତ୍ରୀ କହିଛନ୍ତି ।