BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀ ଦୁଷ୍କର୍ମ ଘଟଣାକୁ ନିନ୍ଦା କଲା କଂଗ୍ରେସ

FMNEWS.IN 12-10-2025
Congress condemns rape incident of Odia student in West Bengal

ଭୁବନେଶ୍ୱର, 12 ଅକ୍ଟୋବର : କଂଗ୍ରେସ ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀ ଦୁଷ୍କର୍ମ ଘଟଣା କୁ ଦୃଢ଼ ନିନ୍ଦା କରିଛି । ପିସିସି ସଭାପତି ଭକ୍ତ ଚରଣ ଦାସ ଏହି ଘଟଣାକୁ ନିନ୍ଦା କରିବା ସହ ଏଭଳି ଘଟଣା ରେ ତୁରନ୍ତ ଦୋଷୀ ଙ୍କୁ ଗିରଫ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବୀ କରିଛନ୍ତି ।

ସୂଚନାଯୋଗ୍ୟ ଯେ ସଂପୃକ୍ତ ପୀଡ଼ିତାଙ୍କ ବାପା ବାଲେଶ୍ଵର ଜିଲ୍ଲାର ଜଳେଶ୍ଵର ଅଞ୍ଚଳର ବାସିନ୍ଦା।