Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
୩ ଦିନ ଭିତରେ ସରିବ ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ
FMNEWS.IN
23-12-2024
ଭୁବନେଶ୍ୱର, 23 ଡିସେମ୍ବର- ୩ ଦିନ ଭିତରେ ସରିବ ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ତିନିରୁ ଚାରି ଦିନ ଭିତରେ ସାରି ପଞ୍ଚମ ଦିନ କ୍ଷତିପୂରଣ ରାଶି ଦେବୁ । କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛୁ । ସମ୍ପୂର୍ଣ୍ଣ ନଷ୍ଟ ହୋଇ ନଥିବା ଧାନ ବିକ୍ରି ଲାଗି ବ୍ୟବସ୍ଥା ହେବ । ଗଞ୍ଜାମ ଜିଲ୍ଲାରେ ଅଧିକ କ୍ଷୟକ୍ଷତି ହୋଇଛି ବୋଲି ସୁରେଶ ପୂଜାରୀ କହିଛନ୍ତି । ବନ୍ୟା, ବାତ୍ୟା ଆସିବ; କ୍ଷତି ରାଜ୍ୟ ସରକାର ଭରଣା କରିବେ । ଯେଉଁମାନେ ଫସଲ ବୀମା କରିଥିବେ ସେମାନେ ବି ସହାୟତା ପାଇବେ ।