Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବ, ୬ ଜିଲ୍ଲାକୁ ଚେତାବନୀ
FMNEWS.IN
21-12-2024
ଭୁବନେଶ୍ୱର, ୨୧ ଡିସେମ୍ବର - ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୬ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ । ଏସବୁ ସ୍ଥାନରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।ପୋଷ୍ଟ ଉପରେ ହମଲା ହୋଇଥିଲା ।