Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପରୀକ୍ଷା ହବକୁ ପଠାଗଲା ପରୀକ୍ଷା ପ୍ରଶ୍ନପତ୍ର
FMNEWS.IN
12-02-2025
ଭୁବନେଶ୍ୱର, 12 ଫେବ୍ରୁଆରି - ପରୀକ୍ଷା ହବକୁ ପଠାଗଲା ପରୀକ୍ଷା ଯୁକ୍ତ ୨ ପରୀକ୍ଷା ପ୍ରଶ୍ନପତ୍ର। ଚଳିତ ଥର ୨୦୫ ପରୀକ୍ଷା ହବ୍ ହୋଇଛି। ଆସନ୍ତା ୧୮ରୁ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ୧୦ଟି ରୁଟ ଦେଇ ଯିବ ପରୀକ୍ଷା ପ୍ରଶ୍ନପତ୍ର।
କଡାକଡି ସୁରକ୍ଷା ବ୍ୟବସ୍ଥା ଭିତରେ ପରୀକ୍ଷା ହବକୁ ପଠାଯାଇଛି ପ୍ରଶ୍ନ ପତ୍ର। ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ ଦେବେ ପରୀକ୍ଷା। ଆଜି ଦକ୍ଷିଣ ଓଡିଶା ଓ ପଶ୍ଚିମ ଓଡିଶା ଅଧୀନରେ ଆସୁଥିବା ପରୀକ୍ଷା ହବ୍ ଗୁଡିକୁ ପରୀକ୍ଷା ପ୍ରଶ୍ନ ପତ୍ର ପଠାଯାଇଛି ।