Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ
FMNEWS.IN
28-01-2025
ଭୁବନେଶ୍ୱର:ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ ହୋଇଛନ୍ତି । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି । ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।