Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା ବଢ଼ାଇଲେ ସରକାର
FMNEWS.IN
31-08-2025
ଭୁବନେଶ୍ୱର- ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା ବଢ଼ାଇଛନ୍ତି ରାଜ୍ୟ ସରକାର। ଏଣିକି ଇନ୍ସପେକ୍ଟର ଓ ଏସଆଇ ଏସସି ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ୱତନ୍ତ୍ର ଅଦାଲତରେ ମାମଲା କରିପାରିବେ। ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିଲା। ଏନେଇ ଗୃହ ବିଭାଗ ପକ୍ଷରୁ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଚ୍ଆରପିସି ଏଡିଜି ଜତିନ୍ଦ୍ର କୋୟଲ ଏଥିପାଇଁ ପ୍ରସ୍ତାବ ଦେଇଥିଲେ ।