Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
କଂଗ୍ରେସରେ ଅଛି, ରହିବି - ଶ୍ରୀକାନ୍ତ ଜେନା
FMNEWS.IN
17-04-2025
ଭୁବନେଶ୍ୱର, 17 ଏପ୍ରିଲ୍ - ସମାଜବାଦୀ ପାର୍ଟିରେ ମିଶିବା ଚର୍ଚ୍ଚା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା। ସେ କହିଛନ୍ତି କଂଗ୍ରେସରେ ଅଛି, ରହିବି। ସମାଜବାଦୀ ପାର୍ଟିରେ ମିଶିବା ନେଇ ଚର୍ଚ୍ଚା ଭୁଲ କଥା। ଅଖିଳେଶ ଯାଦବଙ୍କ ସହ ସାକ୍ଷାତ ଆଲୋଚନା ପରେ ଶ୍ରୀକାନ୍ତ ଏହି ସୂଚନା ଦେଇଛନ୍ତି । ସେ ଆହୁରି କହିଛନ୍ତି ଓଡ଼ିଶାରେ ସାମାଜିକ ନ୍ୟାୟ ପାଇଁ ଲଢ଼େଇ ଜୋରଦାର ହେବ। ଜାତିଗତ ଜନଗଣନା ନେଇ ରାହୁଲ ଗାନ୍ଧି ଦାବି କରି ସାରିଛନ୍ତି। ଯେଉଁମାନେ ଚାହୁଁଛନ୍ତି ଇଣ୍ଡିଆ ବ୍ଲକ୍ ରେ ସାମିଲ ହୋଇପାରିବେ ।