Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଚିଲିକା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କଲେ ଆଇନ ମନ୍ତ୍ରୀ ପୃଥ୍ୱିରାଜ ହରିଚନ୍ଦନ
FMNEWS.IN
16-12-2024
ଭୁବନେଶ୍ୱର, 16 ଡିସେମ୍ବର ଆଇନ ମନ୍ତ୍ରୀ ପୃଥ୍ୱିରାଜ ହରିଚନ୍ଦନ ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ସ୍ଥିତ ଶାଳିଆ ଜଳସେଚ଼ନ ପ୍ରକଳ୍ପର ବାଣପୁର ମୁଖ୍ୟ କେନାଲର ଆର୍.ଡ଼ି ୧୭ କିମି ଠାରୁ ୧୮.୮୦ କି.ମି. ଏବଂ ସାହାସପୁର ଡ଼ିଷ୍ଟ୍ରିବ୍ୟୁଟାରୀର ଆର୍.ଡ଼ି ୦୦ କିମି ଠାରୁ ୪ କିମି ପର୍ଯ୍ୟନ୍ତ ସେବା ରାସ୍ତାର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ଏହି ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ ଶ୍ରୀ ଅମରେନ୍ଦ୍ର ରଣସିଂହ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନ, ନନ୍ଦପୁର ସରପଞ୍ଚ ଶ୍ରୀ ପୁଷ୍ପମିତ୍ର ଖୁଣ୍ଟିଆଙ୍କ ସମେତ ବହୁ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।