Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର
FMNEWS.IN
28-01-2025
ଭୁବନେଶ୍ୱର:- ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହେବ । ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା ।