Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ
FMNEWS.IN
12-02-2025
ଭୁବନେଶ୍ୱର, 12 ଫେବ୍ରୁଆରି ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏ ନେଇ ବଜେଟରେ ପ୍ରାବଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।
ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିବାବେଳେ ଦୁଇଟି ଶ୍ରେଣୀ ବାଦ ପଡ଼ିଯାଉଥିଲେ । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତି ନେଇଛନ୍ତି । ରାଜ୍ୟ ସରକାର ଏହାର ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।