Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର !
FMNEWS.IN
14-01-2025
ଭୁବନେଶ୍ୱର, 14 ଜାନୁଆରି - ଖୁବ ଶୀଘ୍ର ମଧ୍ୟାହ୍ମ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର ବୋଲି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ମଧ୍ୟାହ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କୁ 200 ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ଗିଫ୍ଟ ମିଲ୍କ ମାଧ୍ୟମରେ 29 ଟି ସ୍କୁଲ ରେ 1184 ପିଲାଙ୍କୁ 200 ଗ୍ରାମର କ୍ଷୀର ଦେବା ପାଇଁ କାଲି ଶୁଭାରମ୍ଭ ହୋଇଛି ।
ଏହି ଯୋଜନାରେ ପିଲାମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ।