Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ
FMNEWS.IN
24-01-2025
ଭୁବନେଶ୍ୱର, ୨୪ ଜାନୁଆରୀ - ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଏବଂ ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।